The Ultimate Managed Hosting Platform
ADVERTISEMENT

ନାମାଙ୍କନ ଭରିଲେ ବାଲିଗୁଡା ବିଜେଡି ବିଧାୟକ ପ୍ରାର୍ଥୀ ଚକ୍ରମଣୀ କହଁର

Facebook
Twitter
LinkedIn

ଭୁବନେଶ୍ୱର : ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନ ଭରିଲେ ବାଲିଗୁଡ଼ା ବିଧାୟକ ପ୍ରାର୍ଥୀ ଚକ୍ରମଣୀ କହଁର। ଉପଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିଛନ୍ତି। ଚକ୍ରମଣୀ କହଁରଙ୍କ ନାମାଙ୍କନ ପତ୍ର ଦାଖଲ ଅବସରରେ ଜନ ସମୁଦ୍ର ପାଲଟିଲା ବାଲିଗୁଡ଼ା ସହର। ସଂଯୋଜକ ଟୁନା ଦାସଙ୍କ ନେତୃତ୍ୱରେ ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର ଚାରୋଟି ବ୍ଲକର ପ୍ରାୟ ୩୦ ହଜାର ସମର୍ଥକଙ୍କ ସହ ବିଶାଳ ପଟୁଆରରେ ଆସିଥିଲେ ଚକ୍ରମଣୀ । କନ୍ଧମାଳ ସାଂସଦ ପ୍ରାର୍ଥୀ ଡ଼.ଅଚ୍ୟୁତ ସାମନ୍ତ, ଜିଲ୍ଲା ପର୍ୟ୍ୟବେକ୍ଷକ ବିଜୟ ନାୟକ, ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀ ପର୍ୟ୍ୟବେକ୍ଷକ ଅଜୟ ମହାରଣା ଉପସ୍ଥିତ ଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login