The Ultimate Managed Hosting Platform
ADVERTISEMENT

କମ୍ପାନୀର ଗାଡି ଧକ୍କାରେ କାର୍ଯ୍ୟରତ ଶ୍ରମିକଙ୍କ ଚାଲିଗଲା ଜୀବନ

Facebook
Twitter
LinkedIn

ମହାକାଳପଡ଼ା: କମ୍ପାନୀର ଗାଡି ଧକ୍କାରେ କାର୍ଯ୍ୟରତ ଶ୍ରମିକଙ୍କ ଚାଲିଗଲା ଜୀବନ । କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକର ଜମ୍ବୁ -ମାର୍ଶାଘାଇ କେନାଲ ରାସ୍ତାର ସମ୍ପ୍ରସାରଣ କାର୍ୟ୍ୟରେ ନିୟୋଜିତ ଥିବା ଏଆରଏସଏସ କମ୍ପାନୀର ଗାଡ଼ି ଧକ୍କାରେ ସେହି କମ୍ପାନୀରେ କାର୍ୟ୍ୟରତ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହାର ପ୍ରତିବାଦରେ ଜମ୍ବୁ -ମାର୍ଶାଘାଇ କେନାଲ ରୋଡର ବାୟାବାବା କଲେଜ ଛକ ଠାରେ ଟାୟାର ଜାଳି ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି। ମୃତକ ହେଲେ ସ୍ଥାନୀୟ ବାରଡାଙ୍ଗ ପଞ୍ଚାୟତ ନନ୍ତାର ଗ୍ରାମର ଅଞ୍ଜନ ମଳିକ(୩୯)। ଗତକାଲି ବିଳମ୍ବିତ ରାତି ପ୍ରାୟ ୩ଟା ସମୟରେ ଅଞନ ସେହି ରାସ୍ତା କାର୍ୟ୍ୟରେ ନିୟୋଜିତ ଥିବା ବେଳେ କମ୍ପାନୀର ଗାଡ଼ି ଚଢ଼ାଇ ଦେଇଥିବା ଜଣାପଡ଼ିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login