The Ultimate Managed Hosting Platform
ADVERTISEMENT

ହାଇକୋର୍ଟଙ୍କ ଗୁରୁତ୍ୱପୁର୍ଣ୍ଣ ରାୟ, ମାଟ୍ରିକ ସାର୍ଟିଫିକେଟରେ ଉଲ୍ଲେଖ ଥିବା ଜନ୍ମ ତାରିଖ ସମସ୍ତ କ୍ଷେତ୍ର ପାଇଁ ପ୍ରଯୁଜ୍ୟ

Facebook
Twitter
LinkedIn

କଟକ : ହାଇକୋର୍ଟଙ୍କ ଗୁରୁତ୍ୱପୁର୍ଣ୍ଣ ରାୟ । ମାଟ୍ରିକ୍ ବା ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା (ଏଚଏସସି) ପାସ୍ ପ୍ରମାଣପତ୍ରରେ ଉଲ୍ଲେଖ ଥିବା ଜନ୍ମ ତାରିଖକୁ ଯେକୌଣସି କ୍ଷେତ୍ରରେ ଜନ୍ମ ତାରିଖ ଭାବେ ଗ୍ରହଣ କରାଯିବ ବୋଲି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। ଆବେଦନକାରୀଙ୍କ ସର୍ଭିସ୍ ବୁକ୍ରେ ସଂଲଗ୍ନ ଏଚ୍ଏସ୍ସି ପ୍ରମାଣପତ୍ରର ଜନ୍ମ ତାରିଖ ଅନୁସାରେ ତାଙ୍କୁ ଅବସର ଦିଆଯିବା ଉଚିତ ବୋଲି ହାଇକୋର୍ଟ କହିଛନ୍ତି। ମଦନ ରାଉଳଙ୍କ ପକ୍ଷରୁ ଦାୟର ଆବେଦନର ଶୁଣାଣି କରି ବିଚାରପତି ଜଷ୍ଟିସ ବିରଜା ପ୍ରସନ୍ନ ଶତପଥୀ ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login