The Ultimate Managed Hosting Platform
ADVERTISEMENT

ଗଞ୍ଜାମ ଚିକିଟିରେ ନିର୍ବାଚନୀ ହିଂସା, ବିଜେପି ବିଜେଡି ମଧ୍ୟରେ ହାତାହାତି ପରିସ୍ଥିତି

Facebook
Twitter
LinkedIn

ଚିକିଟି: ଗଞ୍ଜାମ ଜିଲ୍ଲାର ଚିକିଟିର କଳବାଡ଼ ପଞ୍ଚାୟତ ନୂଆ ମହିଷାଣପୁରରେ ନିର୍ବାଚନୀ ହିଂସାର ବାତାବରଣ ସୃଷ୍ଟି ହୋଇଛି। ବିଜେଡି ବିଜେପି ମଧ୍ୟରେ ହାତାହାତି ପରିସ୍ଥିତି ସ୍ଥାନୀୟ ଅଞ୍ଚଳରେ ଦେଖିବାକୁ ମିଳିଛି। ବିଜେପି ଏଜେଣ୍ଟଙ୍କୁ ବୁଥ ଭିତରକୁ ବିଜେଡି ସମର୍ଥିତ ଲୋକେ ପ୍ରବେଶ କରେଇ ଦେଉ ନଥିବା ଅଭିଯୋଗ ହୋଇଛି। ଫଳରେ ଗ୍ରାମରେ ଆତଙ୍କ ଦେଖାଦେଇଛି। ବିଜେଡିର ଗୁଣ୍ଡାରାଜ ଚାଲିଛି ବୋଲି ଅଭିଯୋଗ ହୋଇଛି। ସୂଚନା ଅନୁସାରେ ଠେଙ୍ଗା ଆକ୍ରମଣରେ ଦୁଇ ଜଣକ ମୁଣ୍ଡ ଫାଟିଛି। ଘଟଣାସ୍ଥଳରେ ବିଜେପି ପ୍ରାର୍ଥୀ ମନୋରଞ୍ଜନ ଦ୍ୟାନସାମନ୍ତରାୟ ଉପସ୍ଥିତ ଅଛନ୍ତି । ବହୁ ସମୟ ପର୍ୟ୍ୟନ୍ତ ବୁଥରେ ବିଜେପିର ଏଜେଣ୍ଟ ନଥିବା କୁହାଯାଉଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login