The Ultimate Managed Hosting Platform
ADVERTISEMENT

ଗିରଫ ହୋଇପାରନ୍ତି ସାଂସଦ ଅନୁଭବ ମହାନ୍ତି, ହାଜର ନ ହେବାରୁ ଏନବିଡବ୍ଲ୍ୟୁ ଜାରି

Facebook
Twitter
LinkedIn

କଟକ : ଗିରଫ ହୋଇ ପାରନ୍ତି ସାଂସଦ ଅନୁଭବ ମହାନ୍ତି । ଅନୁଭବଙ୍କ ବିରୋଧରେ ଜାରି ହେଲା ଏନବିଡବ୍ଲ୍ୟୁ । କଟକ ଜେଏମଏଫସି କୋର୍ଟ ପକ୍ଷରୁ ଏନବିଡବ୍ଲ୍ୟୁ ଜାରି । ବର୍ଷା ପ୍ରିୟଦର୍ଶନୀଙ୍କ ଅଭିଯୋଗ ଆଧାରରେ ଏନବିଡବ୍ଲ୍ୟୁ ଜାରି । ପୁରୀଘାଟ ଥାନାରେ ରୁଜୁ ମାମଲାରେ ଜାରି ହେଲା ଏନବିଡବ୍ଲ୍ୟୁ । ଅନୁଭବଙ୍କ ନାଁରେ ଚାର୍ଜଫ୍ରେମ ହୋଇଥିଲା, ହେଲେ ହାଜର ନହୋଇ ବାରମ୍ବାର ସମୟ ମାଗୁଥିଲେ । ଚାର୍ଜଫ୍ରେମ ପାଇଁ ହାଜର ନହେବାରୁ ଏନବିଡବ୍ଲୁ ଜାରି କଲେ କୋର୍ଟ । ୨୩ ତାରିଖ ସୁଦ୍ଧା ୱାରେଣ୍ଟ କାର୍ୟ୍ୟକାରୀ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ । ପୁରୀଘାଟ ଥାନାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login