ଭୁବନେଶ୍ୱର : ପ୍ରଥମ ପର୍ୟ୍ୟାୟ ନିର୍ବାଚନ ପାଇଁ ମତଦାନ ଚାଲିଛି । ୪ ସଂସଦୀୟ କ୍ଷେତ୍ର ପାଇଁ ମତଦାନ ଆରମ୍ଭ ହୋଇଛି । ସକାଳ ୬ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏଁ ଚାଲିବ ମତଦାନ । ରାଜ୍ୟ ନିର୍ବାଚନ କମିଶନଙ୍କ ତଥ୍ୟ ଅନୁଯାୟୀ, ଦିନ ୧ଟା ସୁଦ୍ଧା ଓଡ଼ିଶାରେ ୩୯.୩୦% ମତଦାନ ହୋଇଛି । ନବରଙ୍ଗପୁରରେରେ ସର୍ବାଧିକ ୪୪.୧୯% ମତଦାନ ହୋଇଥିବା ବେଳେ ନୂଆପଡାରେ ସର୍ବନିମ୍ନ ୪୩.୧୩% ଭୋଟଗ୍ରହଣ ହୋଇଛି ।
Views: 74