The Ultimate Managed Hosting Platform
ADVERTISEMENT

ସ୍କୁଲ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା

Facebook
Twitter
LinkedIn

ଝାରସୁଗୁଡା: ଝାରସୁଗୁଡା ବେଳପାହାଡ ନିକଟରେ ସ୍କୁଲ ବସ ଏବଂ ଟ୍ରକ ମୁହାଁମୁହିଁ ଧକ୍କା । ୧୦ ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। ଜାତୀୟ ରାଜପଥ ୪୯ର ଝାରସୁଗୁଡା- ବେଲପାହାଡ ରାସ୍ତା ତାରିଣୀ ମନ୍ଦିର ନିକଟରେ ଘଟିଛି ଦୁର୍ଘଟଣା କ୍ଷ ବସରେ ୨୦ ରୁ ଉର୍ଦ୍ଧ୍ବ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଛାତ୍ରଛାତ୍ରୀ ଥିଲେ। ଆହତଙ୍କୁ ବେଲପାହାଡ଼ର ଏକ ଘରୋଇ ହସ୍ପିଟାଲ ଏବଂ ମଣ୍ଡଳିଆ ସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login