ନୂଆଦିଲ୍ଲୀ: ହେମନ୍ତ ସୋରେନଙ୍କୁ ବଡ ଝଟକା । ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ସୁପ୍ରିମକୋର୍ଟରୁ ଝଟକା ଲାଗିଛି । ଅନ୍ତରୀଣ ଜାମିନ ପାଇଁ ସୋରେନଙ୍କ ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ସୋରେନ୍ ପ୍ରଚାର ପାଇଁ ଅନ୍ତରୀଣ ଜାମିନ ଆବେଦନ କରିଥିଲେ। ସେହିପରି ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ମଧ୍ୟ ଗତକାଲି ଦିଲ୍ଲୀ ହାଇକୋର୍ଟରୁ ଝଟକା ଲାଗିଛି। ଅଦାଲତ ଦ୍ୱିତୀୟ ଥର ପାଇଁ ତାଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି।
Views: 65