ଭୁବନେଶ୍ୱର : ୨୯ ତାରିଖରେ ପୁଣି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ବିଜୟପାଲସିଂ ତୋମାରଙ୍କ ସୂଚନା । କେନ୍ଦ୍ରାପଡା ଓ ବାଲେଶ୍ୱରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ଉଭୟସ୍ଥାନରେ ଆୟୋଜିତ ହେବାକୁ ଥିବା ବିଶାଳ ଜନସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେବେ। ସାଧାରଣ ନିର୍ବାଚନ ପୂର୍ବରୁ ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଓଡ଼ିଶାରେ ଶେଷ ପ୍ରଚାର ବୋଲି କୁହାଯାଉଛି।
Views: 56