The Ultimate Managed Hosting Platform
ADVERTISEMENT

୨ଟି ବୁଥରେ ଆଜି ସାନି ମତଦାନ

Facebook
Twitter
LinkedIn

କନ୍ଧମାଳ: କନ୍ଧମାଳ ଲୋକସଭା କ୍ଷେତ୍ରର ୨ଟି ବୁଥରେ ସାନି ମତଦାନ ଜାରି । କଣ୍ଟାମାଳ ବିଧାନସଭାର ୨୬ ଓ ୨୮ ନଂ ବୁଥରେ ସାନି ମତଦାନ । ବୁଥ ବୁଲି ଦେଖିଲେ ଏସପି । ୨ ପ୍ଲାଟୁନ ପୋଲିସ ଓ ୪ ଆଇଆଇସି ମୁତୟନ । ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଥିବାବେଳେ ଅପରାହ୍ନ ୪ଟା ଯାଏଁ ମତଦାନ ହେବ । ପୁନଃମତଦାନ ନେଇ ପୂର୍ବରୁ ରାଜ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଥିଲେ । ଗତ ମେ’ ୨୦ରେ ଦ୍ବିତୀୟ ପର୍ୟ୍ୟାୟ ନିର୍ବାଚନ ବେଳେ ଏହି ବୁଥ ଦ୍ବୟରେ ଉତ୍ତେଜନା ଓ ଗଣ୍ଡଗୋଳ ହୋଇଥିଲା । ଏଣୁ ନିର୍ବାଚନ ଆୟୋଗ ଏଠାରେ ସାନି ମତଦାନ ପାଇଁ ନିଷ୍ପତ୍ତି ନେଇଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login