The Ultimate Managed Hosting Platform
ADVERTISEMENT

ବିଦ୍ୟୁତ ଆଘାତରେ ଚାଲିଗଲା ୨ ଜୀବନ

Facebook
Twitter
LinkedIn

ବାରଙ୍ଗ: ଫସଲରେ ପାଣି ମଡ଼ାଇବାକୁ ଯାଇ ବିଦ୍ୟୁତ ଆଘାତରେ ଦମ୍ପତିଙ୍କ ମୃତ୍ୟୁ। ଏଭଳି ଦୃଦୟ ବିଦାରକ ଘଟଣା ଘଟିଛି ବାରଙ୍ଗ ଥାନା ଅନ୍ତର୍ଗତ ମଧୁବନ ଗାଁରେ । ବୁଧବାର ଅପରାହ୍ନ ପ୍ରାୟ ୫ଟାରେ ମଧୁବନ ଗାଁର ରାଜକିଶୋର ଖଟୁଆ ଏବଂ ତାଙ୍କ ସ୍ତ୍ରୀ ସଯୁକ୍ତା ଖଟୁଆ ଘର ପଖରେ ଥିବା ଚାଷ ଜମିକୁ ପାଣି ମଡ଼ାଇବାକୁ ଯାଇଥିଲେ। ପାଣି ମଡ଼ାଉଥିବା ସମୟରେ ଉଭୟ ଦମ୍ପତି କୌଣସି କାରଣବଶତଃ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ । ଚାଷ ଜମିରୁ ଫେରିବା ବିଳମ୍ବ ଯୋଗୁ ପରିବାର ପକ୍ଲୋଷରୁ ଖୋଜାଖୋଜି କରାଯାଇଥିଲା । ଉଭୟେ ଚାଷ ଜମିରେ ପଡ଼ିଥିବା ଦେଖି ତୁରନ୍ତ ଚିକିତ୍ସା ପାଇଁ କଟକ ବଡ଼ ଡ଼ାକ୍ତରଖାନାକୁ ନିଆଯାଇଥିଲା । ଡାକ୍ତର ସେଠାରେ ଉଭୟ ଦମ୍ପତିଙ୍କୁ ମୃତ ଘୋଷଣା କରିଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login