The Ultimate Managed Hosting Platform
ADVERTISEMENT

ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଭାରତର ପ୍ରଥମ ମୁକାବିଲା ଆଜି

Facebook
Twitter
LinkedIn

ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମୁକାବିଲା ଆଜି ହେବ । କୋଲକାତାର ଐତିହାସିକ ଇଡେନ୍ ଗାର୍ଡେନରେ ରାତି ୭ଟାରୁ ଏହି ମ୍ୟାଚ ଖେଳାଯିବ । ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ୍ ଇଣ୍ଡିଆ ପଡ଼ିଆକୁ ଓହ୍ଲାଇବ । ଚଳିତ ବର୍ଷ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି-୨୦ ବିଶ୍ୱକପ୍ ପୂର୍ବରୁ ଭାରତର ନଜର ରହିବ ଏକ ମଜବୁତ ଟିମ୍ ପ୍ରସ୍ତୁତ କରିବା । 

ୱେଷ୍ଟଇଣ୍ଡିଜ୍ ବପକ୍ଷ ମ୍ୟାଚରେ ଭାରତୀୟ ଦଳରେ କେଏଲ ରାହୁଲ ନଥିବାରୁ ଟିମ୍‌କୁ ଭଲ ଯୋଡ଼ି ଖୋଜି ରଣନୀତି ପ୍ରସ୍ତୁତ କରିବାକୁ ହେବ । ପ୍ରଥମ ଟି୨୦ରେ ଈଶାନ କିଶନଙ୍କୁ ଇନିଂସ ଆରମ୍ଭ କରିବା ପାଇଁ ସୁଯୋଗ ମିଳିପାରେ

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login