ପୁରୀ : ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ନେଲେ ଡ. ଅରବିନ୍ଦ ପାଢୀ । ବୀର ବିକ୍ରମ ଯାଦବ ଛୁଟିରେ ଯାଇଥିବାରୁ ଅତିରିକ୍ତ ଦାୟିତ୍ୱ ନେଲେ । ଦାୟିତ୍ୱ ଗ୍ରହଣ ପରେ ମହାପ୍ରଭୁଙ୍କୁ ଦର୍ଶନ କରି ସେବାୟତଙ୍କ ସହ ଆଲୋଚନା । ଜୁନ ୧୧ ତାରିଖ ପର୍ଯ୍ୟନ୍ତ ସେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ।
Views: 62