The Ultimate Managed Hosting Platform
ADVERTISEMENT

୧୨ ଘଣ୍ଟାରେ ଅବପାତ, ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷିବ !

Facebook
Twitter
LinkedIn

ଭୁବନେଶ୍ୱର : ବଙ୍ଗୋପସାଗରରେ ସଦୃଶ ଲଘୁଚାପ କ୍ଷେତ୍ର ସୃଷ୍ଟି । ପ୍ରଭାବରେ ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଆଗାମୀ ୧୨ ଘଣ୍ଟାରେ ଅବପାତରେ ପରିଣତ ହୋଇପାରେ । ପରବର୍ତ୍ତୀ ୨୪ ଘଣ୍ଟାରେ ଓଡିଶା ଉପକୂଳ ଅତିକ୍ରମ କରିବ । ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ଓଡିଶା ଉପକୂଳ ଉପରେ ରହିବ ପ୍ରଭାବ । ସମୁଦ୍ର ଅଶାନ୍ତ ଥିବାରୁ ଆଗାମୀ ୨ ଦିନ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ୨୦ ଓ ୨୧ ତାରିଖରେ ପ୍ରବଳ ବର୍ଷା ରହିବ। ବିଶେଷକରି ଦକ୍ଷିଣ ଓଡ଼ିଶା ସହ କେନ୍ଦ୍ରୀୟ ଓ ଉପକୂଳ ଓଡିଶାରେ ବର୍ଷାର ସର୍ବାଧିକ ପ୍ରଭାବ ରହିବ। ୨୧ ଯାଏ ବର୍ଷା ଲାଗି ରହିବା ସହ ୨୩ରେ ବର୍ଷାର ପରିମାଣ ସାମାନ୍ୟ କମିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଲଘୁଚାପର ପ୍ରଭାବରେ ସମୁଦ୍ର ଅଶାନ୍ତ ଥିବାରୁ କାଲି ଠାରୁ ୨୨ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ବାରଣ କରାଯାଇଛି। ଚଳିତ ସିଜିନରେ ଜୁନ ୧ ତାରିଖରୁ ଏଯାଏଁ ୨୮୮.୩୩ ମିଲିମିଟର ବର୍ଷା ରେକର୍ଡ ହୋଇଛି। ରାଜ୍ୟରେ ଏବେ ବି ୨୭ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login