The Ultimate Managed Hosting Platform
ADVERTISEMENT

ବିଜେଡିର ନୂଆ ମିଡିଆ ଟିମ୍ ଘୋଷଣା

Facebook
Twitter
LinkedIn

ଭୁବନେଶ୍ୱର : ବିଜେଡିର ନୂଆ ମିଡିଆ ଟିମ୍ ଘୋଷଣା । ଦଳ ପକ୍ଷରୁ ୧୬ ଜଣିଆ ମିଡିଆ ଟିମ୍ ଘୋଷଣା କରାଯାଇଛି । ତେବେ ନୂଆ କରି ଘୋଷଣା କରାଯାଇଥିବା ଏହି ଟିମରେ ପ୍ରଶାନ୍ତ ମୁଦୁଲିଙ୍କ ସହ ବ୍ୟୋମକେଶ ରାୟ, ସୁବାସ ସିଂ, ଗୌତମ ବୁଦ୍ଧ ଦାସ, ସାରଦା ଜେନା, ଲତିକା ପ୍ରଧାନଙ୍କ ଭଳି ନେତାଙ୍କୁ ସ୍ଥାନ ମିଳିଛି । ଏଥିସହ ରମେଶ ବେହେରା, ମନ୍ମଥ ରାଉତରାୟ, ତୁମ୍ବନାଥ ପଣ୍ଡା, ମିହିର ରାୟ, ଚିନ୍ମୟ ସାହୁ, ଇପସିତା ସାହୁ, ସୋଫିଆ ଆଲାମ୍, ଇରାନୀ ରାୟ, ବିଶ୍ୱନାଥ ପ୍ରତାପ ସାହୁ ଓ ଯୁବ ନେତା ଅରୁପ ଶ୍ରୀଚନ୍ଦନଙ୍କୁ ଏହି ଟିମରେ ସାମିଲ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login