The Ultimate Managed Hosting Platform
ADVERTISEMENT

ଭୁବନେଶ୍ୱରରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ

Facebook
Twitter
LinkedIn

ଭୁବନେଶ୍ୱର : ମାଲବାହୀ ଟ୍ରେନର ଗୋଟିଏ ବଗି ଲାଇନଚ୍ୟୁତ । ଭୁବନେଶ୍ୱର ରେଳ ଷ୍ଟେସନ ଅତିକ୍ରମ ପରେ ଲାଇନଚ୍ୟୁତ । କୈାଣସି କ୍ଷୟକ୍ଷତି ହୋଇନଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା । କଟକ ଅଭିମୁଖେ ଯାଉଥିବା ବେଳେ ଲାଇନଚ୍ୟୁତ । ଟ୍ରେନ ଚଳାଚଳ ବିଶେଷ ପ୍ରଭାବିତ ହୋଇନାହିଁ । ଖୁବଶୀଘ୍ର ଏହାକୁ କାର୍ଯ୍ୟକ୍ଷମ କରାଯିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ସକାଳ ୮ଟା ୩୦ରେ ଏହି ଘଟଣା ଘଟିଛି । ଏକ ମାଲବାହୀ ଟ୍ରେନଟି ଡାଉନ ଲାଇନ ଦେଇ କଟକ ଅଭିମୁଖେ ଯାଉଥିଲା । ବାଣୀବିହାର ଓ ମାଷ୍ଟରକ୍ୟାଣ୍ଟିନ ଷ୍ଟେସନ ମଝିରେ ଲାଇନଚ୍ୟୁତ ହୋଇଥିଲା । େ ଫଳରେ ସେହି ରୁଟରେ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login