The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ଅବକାରୀ ଜଏଣ୍ଟ କମିଶନର

Facebook
Twitter
LinkedIn

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଅବକାରୀ ଜଏଣ୍ଟ କମିଶନର । ଭୁବନେଶ୍ବର ଅବକାରୀ ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ରଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୧୦ଟି ସ୍ଥାନରେ ଚଢାଉ କରାଯାଉଛି । ଭୁବନେଶ୍ବର, ସୋନପୁର, ବଲାଙ୍ଗୀର ଆଦି ୧୦ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ । ତାଙ୍କ ପୈତୃକ ବାସଭବନ ସମେତ ଅଫିସ, ଘର ଓ ସମ୍ପର୍କୀୟଙ୍କ ଘରେ ଯାଞ୍ଚ କରାଯାଉଛି । ଚଢାଉରେ ୧୦ ଜଣ ଡିଏସପି, ୧୫ ଇନ୍ସପେକ୍ଟର ଓ ଭିଜିଲାନ୍ସର ଅନ୍ୟ ଅଧିକାରୀ ସାମିଲ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login