The Ultimate Managed Hosting Platform
ADVERTISEMENT

କେରଳରେ ଭୂସ୍ଖଳନ, ମୃତ୍ୟୁ ସଂଖ୍ୟା ୧୫୦ ଟପିଲା

Facebook
Twitter
LinkedIn

ୱାୟନାଡ଼ : କେରଳର ୱାୟନାଡ଼ରେ ଗତକାଲି ବଡ଼ଧରଣର ଭୂସ୍ଖଳନ ହୋଇଛି। ବଡ଼ି ଭୋରରେ ମାତ୍ର ୪ ଘଣ୍ଟା ବ୍ୟବଧାନରେ ଘଟିଥିବା କ୍ରମାଗତ ତିନିଟି ଭୂସ୍ଖଳନରେ ୫ଟି ଗାଁ ସଂପୂର୍ଣ୍ଣ ଧୋଇ ହୋଇଯାଇଛି। ବର୍ତ୍ତମାନ ସୁଦ୍ଧା ମାଟି ଭିତରୁ ୧୫୬ ଜଣଙ୍କ ମୃତ ଦେହକୁ ଉଦ୍ଧାର କରାଯାଇଛି। ଏହାସହିତ ୧୮୦ ଜଣରୁ ଅଧିକ ଆହତ ହୋଇଥିବା ସୂଚନା ରହିଛି। ତେବେ ଆହୁରି ୧୦୦ରୁ ରୁ ଅଧିକ ଲୋକ ଫସି ରହିଥିବା ସନ୍ଦେହ କରାଯାଉଛି।ଉଦ୍ଧାର କାର୍ୟ୍ୟରେ ନୌସେନା, ସେନାବାହିନୀ, ଏନ୍ଡିଆର୍ଏଫ୍ ସାମିଲ ହୋଇଛନ୍ତି। ଉଦ୍ଧାର କାର୍ୟ୍ୟ ଜାରି ରହିଛି। କେରଳ ସରକାର ଏଥିପାଇଁ ଦୁଇ ଦିନିଆ ଶୋକ ଘୋଷଣା କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login