The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ

Facebook
Twitter
LinkedIn

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ । କେନ୍ଦ୍ରାପଡା ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ । ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କ ଘରେ ରେଡ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ, ଭୁବନେଶ୍ବର ଓ କେନ୍ଦ୍ରାପଡା ସମେତ ୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ସ୍ପେଶାଲ ଜଜ୍ ଭିଜିଲାନ୍ସଙ୍କ ନିର୍ଦ୍ଦେଶକ୍ରମେ କଟକ ଡିଭିଜନ ପକ୍ଷରୁ ରେଡ୍ ଜାରି ରହିଛି । କଟକ କଲ୍ୟାଣୀ ନଗରସ୍ଥିତ ଘର, ସମ୍ପର୍କୀୟଙ୍କ ଘର, ନୂଆପଡା ସ୍ଥିତ ପୈତୃକ ଘର, ଲିଙ୍ଗିପୁର ସ୍ଥିତ ଦୁଇମହଲା ଫ୍ଲାଟ, କେନ୍ଦ୍ରାପଡା ଅଫିସରେ ଯାଞ୍ଚ କରୁଛି ଭିଜିଲାନ୍ସ । ରେଡରେ ୪ ଜଣ ଡ଼ିଏସପିଙ୍କ ସମେତ ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ, ୫ ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login