The Ultimate Managed Hosting Platform
ADVERTISEMENT

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ପୁଣି ଅସୁସ୍ଥ

Facebook
Twitter
LinkedIn

ଭୁବନେଶ୍ୱର : କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ପୁଣି ଅସୁସ୍ଥ । ଦିଲ୍ଲୀ ଏମସର ନ୍ୟୁ ପ୍ରାଇଭେଟ ୱାର୍ଡରେ ଭର୍ତ୍ତି ହୋଇଛନ୍ତି । ଗତ ୧୧ରେ ଡେଙ୍କୁରେ ଆକ୍ରାନ୍ତ ହୋଇଥିଲେ ଜୁଏଲ । ଅଗଷ୍ଟ ୧୭ରେ ଡେଙ୍ଗୁରେ ପତ୍ନୀ ଝିଙ୍ଗିଆ ଓରାମଙ୍କ ମୃତ୍ୟୁ ହୋଇଥିଲା । ଏବେ ଜୁଏଲରଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ସୂଚନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login