The Ultimate Managed Hosting Platform
ADVERTISEMENT
The Ultimate Managed Hosting Platform

ସହର ଭଳି ଗାଁରୁ ବି ଉଠିବ ଅଳିଆ

Facebook
Twitter
LinkedIn

ଭୁବନେଶ୍ୱର : ସହର ଭଳି ଗାଁରେ ମଧ୍ୟ ପ୍ରତି ଘରୁ ଉଠିବ ଅଳିଆ । ଗାଁକୁ ସ୍ୱଚ୍ଛ ରଖିବା ଦିଗରେ ନିଆଯିବ ପଦକ୍ଷେପ । ଘରକୁ ଘର ଯାଇ ଅଳିଆ ଓ ବର୍ୟ୍ୟବସ୍ତୁ ସଂଗ୍ରହ କରିବ ଅଳିଆ ଗାଡ଼ି । କଠିନ ଓ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା ଆବର୍ଜନା ସଂଗ୍ରହ ପାଇଁ ବ୍ୟବସ୍ଥା କରାଯିବ । ଏନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସଡକ ଦୁର୍ଘଟଣାରେ ବର-କନ୍ୟାଙ୍କ ସମେତ ଚାଲିଗଲା ୫ ଜଣଙ୍କ ଜୀବନ

ରାଜସ୍ଥାନ : ରାଜସ୍ଥାନ ନ୍ୟାସନାଲ ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୫ଜଣ ଲୋକଙ୍କ ପ୍ରାଣ ଚାଲିଯାଇଥିବାବେଳେ ଅନେକ ଲୋକ...

ADVERTISEMENT
ବେଙ୍ଗାଲୁର ଦଳାଚକଟା ଘଟଣାରେ ବିସିସିଆଇ ଏବଂ ଆରସିବିକୁ ଦାୟୀ କଲେ କର୍ଣ୍ଣାଟକ ସରକାର

ବେଙ୍ଗାଲୁର ଦଳାଚକଟା ଘଟଣାରେ ବିସିସିଆଇ ଏବଂ ଆରସିବିକୁ ଦାୟୀ କଲେ କର୍ଣ୍ଣାଟକ ସରକାର

ବେଙ୍ଗାଲୁର : ବେଙ୍ଗାଲୁର ଦଳାଚକଟା ଘଟଣାରେ କର୍ଣ୍ଣାଟକ ସରକାରଙ୍କ ବଡ ବୟାନ । ଆଜି ଶୁଣାଣିରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡକୁ...

Login