The Ultimate Managed Hosting Platform
ADVERTISEMENT

ଏସସିବିରେ ଦୁଇ ମହିଳାଙ୍କୁ ଦୁଷ୍କର୍ମ ଘଟଣାରେ ଡାକ୍ତର ବହିଷ୍କୃତ

Facebook
Twitter
LinkedIn

କଟକ: ଏସସିବିରେ ଦୁଇ ମହିଳାଙ୍କୁ ଦୁଷ୍କର୍ମ ଘଟଣାରେ ଡାକ୍ତର ବହିଷ୍କୃତ । ଏସସିବି ମେଡିକାଲ କଲେଜ କାଉନ୍ସିଲର ଜରୁରୀ ବୈଠକ ବସିବା ପରେ ଏହି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏସସିବିରେ ଦୁଇ ମହିଳା ରୋଗୀଙ୍କୁ ଚିକିତ୍ସା ବାହାନାରେ ଦୁଷ୍କର୍ମ ଘଟଣାରେ ଆଗରୁ ଅଭିଯୁକ୍ତ ଡାକ୍ତର ଦିଲବାଗ ସିଂ ଠାକୁରଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ତାଙ୍କୁ ଏସସିବିରୁ ବହିଷ୍କୃତ କରାଯାଇଛି। ଗତକାଲି ମେଡିକାଲ କଲେଜ କାଉନ୍ସିଲର ଜରୁରୀ ବୈଠକ ବସିବା ପରେ ଏହି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଏସସିବି ଅଧ୍ୟକ୍ଷ ପ୍ରଫେସର ଡାକ୍ତର ସୁଧାଂଶୁ ଶେଖର ମିଶ୍ର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଡିଏମଇଟିଙ୍କ ନେତୃତ୍ୱରେ ତିନି ଜଣିଆ ତଦନ୍ତ କମିଟି ଏହି ଘଟଣାର ତଦନ୍ତ କରି ସରକାରଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login