The Ultimate Managed Hosting Platform
ADVERTISEMENT

ଖୋଲିଲା ହୀରାକୁଦର ଆଉ ୬ ଗେଟ୍

Facebook
Twitter
LinkedIn

ସମ୍ବଲପୁର : ଖୋଲିଲା ହୀରାକୁଦ ଡ୍ୟାମର ଆଉ ୬ ଗେଟ । ବର୍ତ୍ତମାନ ୨୦ଟି ଗେଟ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ । ବାମପାଶ୍ୱର୍ର ୧୩ ଓ ଡାହାଣ ପାଶ୍ୱର୍ର ୭ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ବର୍ତ୍ତମାନ ହୀରାକୁଦର ଜଳସ୍ତର ୬୨୧.୯୭ ଫୁଟ ରହିଛି । ଜଳଭଣ୍ଡାରକୁ ପ୍ରବେଶ କରୁଛି ୩ ଲକ୍ଷ ୫୯ ହଜାର ୪୦୫ କ୍ୟୁସେକ ଜଳ । ନିଷ୍କାସିତ ହେଉଛି ୨ ଲକ୍ଷ ୫୯ ହଜାର ୯୮୭ କ୍ୟୁସେକ ଜଳ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login