The Ultimate Managed Hosting Platform
ADVERTISEMENT

ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ; ୧୨ ଘଣ୍ଟିଆ ପଶ୍ଚିମବଙ୍ଗ ବନ୍ଦ

Facebook
Twitter
LinkedIn

କୋଲକତା : ମହିଳା ଡାକ୍ତରଙ୍କ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ଆଜି ୧୨ ଘଣ୍ଟିଆ ପଶ୍ଚିମବଙ୍ଗ ବନ୍ଦ। ପଶ୍ଚିମବଙ୍ଗରେ ବନ୍ଦ ଡାକରା ଦେଇଛି ପଶ୍ଚିଂମବଗ ବିଜେପି। ସକାଳ ୬ଟାରୁ ସନ୍ଧ୍ୟା ୬ ଟା ଯାଏ ବନ୍ଦ ପାଳନ କରୁଛି ପଶ୍ଚିମବଂଗ ବିଜେପି। ବିଭିନ୍ନ ସ୍ଥାନରେ କାଁଭାଁ ଉତ୍ତେଜନା ଦେଖିବାକୁ ମିଳିଛି। ରାଜ୍ୟ ପରିବହନର କିଛି ବସକୁ ଆନ୍ଦୋଳନକାରୀ ଭଙ୍ଗାରୁଜା କରିଥିବା ସୂଚନା ମିଳିଛି। ଛାତ୍ର ସଂଗଠନ ପକ୍ଷରୁ ମମତା ବାନାର୍ଜୀଙ୍କ ଇସ୍ତଫା ଦାବିରେ ଗତକାଲି ନବାନ୍ନ ଅଭିଯାନ ପରେ ଆଜି ପଶ୍ଚିମବଙ୍ଗ ବିଜେପି ୧୨ ଘଣ୍ଟିଆ ବନ୍ଦ ପାଳନ କରୁଛି। ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ପଶ୍ଚିମବଂଗରେ ବନ୍ଦ ପାଳନ ଚାଲିଛି। ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଲାଗୁ କରାଯାଉ ବୋଲି ବିଜେପି ନେତା ଶୁଭେନ୍ଦୁ ଅଧିକାରୀ ଦାବି କରିଛନ୍ତି । ଛାତ୍ରଛାତ୍ରୀ ଆନ୍ଦୋଳନ ହିଂସାତ୍ମକ ରୂପ ଧାରଣ କରିବା ପାଇଁ ରାଜ୍ୟ ସରକାରଙ୍କୁ ଦାୟୀ କରିଛି ବିଜେପି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login