The Ultimate Managed Hosting Platform
ADVERTISEMENT

ପୋଲ ଉପରେ ୨ ଫୁଟ ପାଣି

Facebook
Twitter
LinkedIn

ମାଲକାନଗିରି : ପ୍ରବଳ ବର୍ଷା ଯୋଗୁଁ ପୋଲ ଉପରେ ୨ ଫୁଟ ପାଣି । ୩୨୬ ଏନଏଚ କାଙ୍କରକୋଣ୍ଡା ଓ କନ୍ୟାଶ୍ରମ ପୋଲ ଉପରେ ପାଣି । ମାଲକାନଗିରିରୁ କାଲିମେଳାକୁ ଯୋଗାଯୋଗ ବିଚ୍ଛିନ୍ନ , ଯାତାୟତ ଠପ୍ । ଫଳରେ ଜାତୀୟ ରାଜପଥରେ ଯାତାୟାତ ପ୍ରଭାବିତ ହୋଇଛି। ପୋଲ ଉପରେ ହଠାତ୍ ପାଣି ମାଡ଼ି ଆସିବାରୁ ମାଲକାନଗିରିରୁ କାଲିମେଳା, ମୋଟୁ ଏବଂ ଛତିଶଗଡ଼କୁ ଯୋଗାଯୋଗ ବିଛିନ୍ନ ହୋଇଛି। ଉଭୟ ପଟେ ଅନେକ ଯାନବାହାନ ଅଟକି ରହିଛି। ମାଲକାନଗିରି ୩୨୬ ନମ୍ବର ଜାତୀୟ ରାଜପଥର କାକରକଣ୍ଡା ଏବଂ କନ୍ୟାଶ୍ରମ ପୋଲ ଉପରେ ପାଣି ଚାଲୁଥିବାରୁ ଯାତାୟତ ଠପ୍ ହୋଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login