The Ultimate Managed Hosting Platform
ADVERTISEMENT

ଛତୁଆର ମାନ ଯାଞ୍ଚ ହେବ – ପ୍ରଭାତୀ

Facebook
Twitter
LinkedIn

ଭୁବନେଶ୍ୱର : ନିମ୍ନମାନର ଛତୁଆ ଯୋଗାଣକୁ ନେଇ ବିଧାନସଭାରେ କେତେକ ବିଧାୟକ ଉଦବେଗ ପ୍ରକାଶ କରିଛନ୍ତି। ଏଥିଲାଗି ଗୃହରେ କାର୍ୟ୍ୟାନୁଷ୍ଠାନ ଲାଗି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ନିର୍ଦ୍ଦେଶ ଦେଲେ ବାଚସ୍ପତି।
ନିମ୍ନମାନର ଛତୁଆ ଯୋଗାଉଥିବା ଏଜେନ୍ସିଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଲାଗି ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ସୁରମା ପାଢ଼ୀ। ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ନିର୍ଦ୍ଦେଶ ଦେବା ସହ ନିମ୍ନମାନର ଛତୁଆ ଯୋଗାଣ କେଉଁ ଅନୁଷ୍ଠାନ କରିଛନ୍ତି, ସେ ବାବଦରେ କଣ କାର୍ୟ୍ୟାନୁଷ୍ଠାନ ନିଆଯାଇଛି ଗୃହରେ ବିବୃତି ରଖିବାକୁ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନିମ୍ନମାନର ଛତୁଆ ଯୋଗାଉଥିବା ଏଜେନ୍ସିଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login