The Ultimate Managed Hosting Platform
ADVERTISEMENT

୫ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

Facebook
Twitter
LinkedIn

ଭୁବନେଶ୍ୱର : ୫ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ୩ ରୁ ଓଡିଶା ଆସିବେ । ୩ରୁ ୭ ମଧ୍ୟରେ ବିଭିନ୍ନ କାର୍ଯ୍ୟରେ ଯୋଗ ଦେଇ ଦିଲ୍ଲୀ ପ୍ରତ୍ୟାବର୍ତ୍ତନର କାର୍ଯ୍ୟକ୍ରମ ରହିଛି । ନୂଆଦିଲ୍ଲୀରୁ ଏକ ସ୍ୂତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ଆସିବେ । ଭୁବନେଶ୍ୱର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ୬ ତାରିଖରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ବିମାନ ଯୋଗେ ପଶ୍ଚିମବଙ୍ଗରେ ଥିବା ପ୍ରତିରକ୍ଷା ବିଭାଗ କୁଲେଇକୁଣ୍ଡା ବିମାନ ବନ୍ଦରରେ ପହଁଚିବେ । ସେଠାରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ମୟୂରଭଞ୍ଜର ରଙ୍ଗମାଟିଆ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇବା ପରେ ନିଜ ଗାଁ ଉପରବେଡାକୁ ଯିବେ । ସେଠାରେ ଉପରବେଡା ସରକାରୀ ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ସହ ଭାବ ବିନିମୟ କରିବାର କାର୍ଯ୍ୟକ୍ରମ ରହିଛି । ପରେ ସେଠାରୁ ନିଜ ବାସ ଭବନକୁ ଯିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login