The Ultimate Managed Hosting Platform
ADVERTISEMENT

ରାଜ୍ୟରେ ପ୍ରତିଷ୍ଠା ହେବ ମହିଳା କୋର୍ଟ : ଆଇନ ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର: ମହିଳାଙ୍କ ସୁବିଧା ପାଇଁ ରାଜ୍ୟରେ ପ୍ରତିଷ୍ଠା ହେବ ମହିଳା କୋର୍ଟ । ଦିନକୁ ଦିନ ମହିଳାଙ୍କ ପ୍ରତି ବଢୁଥିବା ଯୈ÷ାନ ନିର୍ଯାତନା , ଅସଦାଚରଣ, ଦୁର୍ଷ୍କମ, ହତ୍ୟା ଭଳି ଘଟଣାରେ ତୁରନ୍ତ ହେବ ସମାଧାନ । ଓ ଦୋଷୀକୁ ମିଳିବ ଦଣ୍ଡ । ବିଶେଷ କରି ନାବାଳିକାମାନଙ୍କ ଉପରେ ଅଧିକ ଯୌନ ନିର୍ୟାତନା କରାଯାଉଥିବାର ଘଟଣା ନଜରକୁ ଆସୁଛି । ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟରେ ଖୁବଶୀଘ୍ର ମହିଳା କୋର୍ଟ ପ୍ରତିଷ୍ଠା କରିବାକୁ ଯାଉଛନ୍ତି। ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ପ୍ରଦାନ କରିଛନ୍ତି । ମହିଳାଙ୍କ ଉପରେ ହେଉଥିବା ସମସ୍ତ ନିର୍ୟାତନା ସମ୍ପର୍କିତ ମାମଲା ଏହି କୋର୍ଟରେ ବିଚାର କରାଯିବ। ଏହି ସ୍ଵତନ୍ତ୍ର ମହିଳା କୋର୍ଟରେ ଜଜ୍ଙ୍କ ସମେତ ସରକାରୀ ଓକିଲ ଓ କର୍ମଚାରୀ ମାନେ ମଧ୍ୟ ମହିଳା ରହିବେ । ଫାଷ୍ଟ ଟ୍ରାକ୍ କୋର୍ଟ ଭଳି ଏହି କୋର୍ଟରେ ଅଧିକ ଏବଂ ଶୀଘ୍ର ମକଦ୍ଦମା ସାରିବା ସହ ଦୋଷୀଙ୍କୁ ତୁରନ୍ତ ଦଣ୍ଡ ଦିଆଯିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login