The Ultimate Managed Hosting Platform
ADVERTISEMENT

ପ୍ରିୟଙ୍କାଙ୍କ ବାଜିମାତ, ୪ ଲକ୍ଷରୁ ଅଧିକ ଭୋଟରେ ବାଜି ମାରିଲେ

Facebook
Twitter
LinkedIn

ୱାୟନାଡ : କେରଳ ୱାୟନାଡରେ ୪ ଲକ୍ଷରୁ ଅଧିକ ଭୋଟରେ ବିଜୟୀ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧି। ପ୍ରିୟଙ୍କା ପ୍ରଥମ ଥର ଲାଗି ନିର୍ବାଚନ ମଇଦାନରେ ପାଦ ଦେଇ ସଫଳତା ହାସଲ କରିଛନ୍ତି। ପ୍ରିୟଙ୍କାଙ୍କ ବିରୋଧରେ ବିଜେପି ପକ୍ଷରୁ ପ୍ରାର୍ଥୀ ହୋଇଥିଲେ ନବ୍ୟା ହରିଦାସ। ଇଣ୍ଡି ମେଣ୍ଟକୁ ଅଗ୍ରାହ୍ୟ କରି ପ୍ରିୟଙ୍କା ଗାନ୍ଧିଙ୍କ ବିରୋଧରେ ସିପିଆଇ ପକ୍ଷରୁ ପ୍ରାର୍ଥୀ ହୋଇଥିବା ଦଳର ସାଧାରଣ ସମ୍ପାଦକ ସଥ୍ୟନ ମୋକେରି ପରାସ୍ତ ହୋଇଛନ୍ତି । ୧୯୮୭ରୁ ୨୦୦୧ ଯାଏ ନାଦାପୁରମ ବିଧାନ ସଭା କ୍ଷେତ୍ରରୁ ତିନିଥର ବିଧାୟକ ଥିଲେ ମେକେରି । ଗତ ଲୋକସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ରାହୁଲ ଗାନ୍ଧି ସିପିଆଇର ଆନ୍ନି ରାଜାଙ୍କୁ ୩ ଲକ୍ଷ ୬୪ ହଜାରରୁ ଅଧିକ ଭୋଟରେ ପରାସ୍ତ କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login