The Ultimate Managed Hosting Platform
ADVERTISEMENT

ସର୍ବଦଳୀୟ ବୈଠକ ଆରମ୍ଭ

Facebook
Twitter
LinkedIn

ଭୁବନେଶ୍ୱର : ଶୀତକାଳୀନ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟବୈଠକ ଆରମ୍ଭ । ମୁଖ୍ୟମନ୍ତ୍ରୀ , ବିରୋଧୀ ଦଳ ମୁଖ୍ୟ ସଚେତକ, କଂଗ୍ରେସ ବିଧାୟକ ଦଳ ନେତା ଉପସ୍ଥିତ । ଆସନ୍ତା କାଲିଠୁ ଆରମ୍ଭହେଉଛି ଶୀତ କାଳୀନ ଅଧିବେଶନ । ଡିସେମ୍ବର ୩୧ତାରିଖ ପର୍ୟ୍ୟନ୍ତ ଚାଲିବ। ସରକାର ୨୬ରେ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ। ଅଧିବେଶନରେ ମୋଟ ୩୦ଟି କାର୍ୟ୍ୟ ଦିବସ ରହିଛି। ବିଭିନ୍ନ ପ୍ରସଙ୍ଗରେ ବିରୋଧୀ ସରକାରଙ୍କୁ ଘେରିବାର ସମ୍ଭାବନା ରହିଛି। ତେବେ ଆଜି ସର୍ବଦଳୀୟ ବୈଠକରେ ବିଧାନସଭା ପରିଚାଳନା ନେଇ ସବୁ ଦଳ ବାଚସ୍ପତିଙ୍କୁ ନିଜର ମତାମତ ଦେବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login