The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଗୋରୁ ଗାଡି ଧକ୍କାରେ ଜଣକ ମୃତ୍ୟୁ ପ୍ରତିବାଦରେ ତାତିଲେ ଲୋକେ, ଟାୟାର ଜାଳି ରାସ୍ତାରୋକ

Facebook
Twitter
LinkedIn

ଆଠଗଡ : ଗୋରୁ ଗାଡ଼ି ଧକ୍କାରେ ମୃତ୍ୟୁ । ଏହି ଘଟଣା ପ୍ରତିବାଦରେ କଟକ-ନରସିଂହପୁର ମୁଖ୍ୟ ରାସ୍ତା ୬୫ ନମ୍ବର ରାଜ୍ୟ ରାଜପଥ ବଡ଼ମ୍ବା ଥାନା ସୁନାପାଳ ଛକ ନିକଟରେ ଟାୟାର ଜାଳି ରାସ୍ତା ଅବରୋଧ । ଥାନା ଅଧିକାରୀଙ୍କ କହିବା ଅନୁଯାୟୀ ବଡମ୍ବା ବ୍ଲକ ଅନ୍ତର୍ଗତ ବଡ଼ବାରଣା ଗ୍ରାମର ଛବି ପଣ୍ଡା, ବୈରାଗୀ ନାୟକ ଖରିଆ ନାୟକ ଗତକାଲି ବିଳମ୍ବତ ରାତିରେ ଵିଧାରପୁରରୁ ବଡ଼ବାରଣାକୁ ଏକ ଅଟୋ ଯୋଗେ ଘରକୁ ଫେରୁଥିବା ସମୟରେ ଗଡା ପୋଖରୀ ପେଟ୍ରୋଲ ପମ୍ପ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ସହ ଅଟୋ ଧକ୍କା ହୋଇଥିଲା । ଫଳରେ ୩ ଜଣ ଗୁରୁତର ଆହତ ହୋଇଥିଲେ । ଗୁରୁତର ଆହତ ଅବସ୍ଥାରେ ତାଙ୍କୁ ବଡମ୍ବା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ବୈରାଗୀ ନାୟକଙ୍କୁ ଡାକ୍ତର ମୃତ ବୋଲି ଘୋଷଣା କରିଥିଲେ । ଏହାର ପ୍ରତିବାଦରେ ଲୋକେ ଗତକାଲି ବିଳମ୍ବିତ ରାତିରେ ବଡମ୍ବା ଗାନ୍ଧୀ ଛକ ନିକଟରେ ଟାୟାର ଜାଳି ରାସ୍ତାରୋକ କରିଥିବା ବେଳେ ଆଜି ସକାଳୁ ସୁନାପାଳ ଛକ ନିକଟରେ ମଧ୍ୟ ରାସ୍ତା ଅବରୋଧ କରିଛନ୍ତି ସ୍ଥାନୀୟ ଲୋକେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଦଳିବ ହେଲଥ୍ କାର୍ଡ ଲୋଗୋ, ଖୁବଶୀଘ୍ର ମିଳିବ ଆୟୁଷ୍ମାନ କାର୍ଡ ; ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ଅସୁସ୍ଥ ଥିଲେ ରଥଯାତ୍ରା ଭିଡକୁ ଆସନ୍ତୁ ନାହିଁ –ମନ୍ତ୍ରୀ

ପୁରୀ : ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି । କୋଭିଡ ପାଇଁ ଭୟ କରିବାର ଆବଶ୍ୟକତା ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି...

୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରୁଣରେ ସୁଧ ଦେବେନି ଏସଏଚଜି ମହିଳା, ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ

ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା, ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ

ଭୁବନେଶ୍ୱର : ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା । ପୂର୍ବରୁ ମିଳୁଥିବା ୬ ଲକ୍ଷ ଟଙ୍କା ୧୦ ଲକ୍ଷକୁୁ ବଢିଲା । ସହାୟତା...

Login