The Ultimate Managed Hosting Platform
ADVERTISEMENT

ହସ୍ପିଟାଲରେ ଭର୍ତ୍ତି ହେଲେ ଆରବିଆଇ ଗଭର୍ଣ୍ଣର

Facebook
Twitter
LinkedIn

ଚେନ୍ନାଇ : ହସ୍ପିଟାଲରେ ଭର୍ତ୍ତି ହେଲେ ଆରବିଆଇ ଗଭର୍ଣ୍ଣର । ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ଚେନ୍ନାଇର ଆପୋଲ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି ଆର୍ବିଆଇର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ଏସିଡିଟି ଅନୁଭବ କରିବା ପରେ ତାଙ୍କୁ ପର୍ୟ୍ୟବେକ୍ଷଣ ପାଇଁ ଚେନ୍ନାଇର ଆପୋଲୋ ହସ୍ପିଟାଲ୍କୁ ନିଆଯାଇଥିଲା। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି ଓ ଆଗାମୀ ୨-୩ ଘଣ୍ଟା ମଧ୍ୟରେ ଡିସଚାର୍ଜ ହେବେ ବୋଲି ଡାକ୍ତର ସୂଚନା ଦେଇଛନ୍ତି। ଆର୍ବିଆଇର ମୁଖପାତ୍ର ତାଙ୍କ ସ୍ବାସ୍ଥ୍ୟ ସଂପର୍କରେ ସୂଚନା ଦେଇ କହିଛନ୍ତି ଯେ ‘‘ଚିନ୍ତା କରିବାର କୌଣସି କାରଣ ନାହିଁ। ସେ ଏବେ ଭଲ ଅଛନ୍ତି ଓ ଖୁବ୍ ଶୀଘ୍ର ଡିସ୍ଚାର୍ଜ ହେବେ।’’

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login