The Ultimate Managed Hosting Platform
ADVERTISEMENT

ଗନ୍ଧମାର୍ଦ୍ଦନରେ ଖଣି ହେବନି : ପୂଜାରୀ

Facebook
Twitter
LinkedIn

ଭୁବନେଶ୍ୱର : ଗନ୍ଧମାର୍ଦ୍ଦନରେ ଖଣି ଉତ୍ତୋଳନ ପାଇଁ ପ୍ରସ୍ତାବ ନାହିଁ କହିଲେ ରାଜସ୍ୱ ମନ୍ତ୍ରୀ । ଆଦାନୀକୁ ଅନୁମତି ନେଇ ଉଠିଥିବା ବିବାଦ ପରିପ୍ରେକ୍ଷିରେ ରଖିଲେ ଜବାବ । ପ୍ରସନ୍ନ ଆଚାର୍ୟ୍ୟଙ୍କ ପ୍ରଶ୍ନର ଉତ୍ତର ରଖି ଉପମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ କହିଛନ୍ତି କି, ଆଦାନୀକୁ ଜମି କିଣିବାକୁ ବିଜେଡି ସରକାର ଅନୁମତି ଦେଇଥିଲେ । ହେଲେ ଗନ୍ଧମାର୍ଦ୍ଦନ ପାହାଡର ଇଂଚେ ବି ଜମି ମୋହନ ସରକାର କାହାକୁ ଦେବେ ନାହିଁ । ଯଦି ମୋହନ ସରକାର ସେ କାମ କରନ୍ତି ତେବେ ଜନଆନ୍ଦୋଳନରେ ନିଜେ ସାମିଲ ହେବେ ବୋଲି କେ.ଭି ସିଂଦେଓ କହିଛନ୍ତି । ବିଜେଡିକୁ ପାଲଟା ପ୍ରଶ୍ନ କରି ସେ କହିଛନ୍ତି କି, ଗୃହରେ ବିଜେଡି ସ୍ୱିକାର କରୁ କି, ଆଦାନୀକୁ ଜମି କିଣିବାକୁ ବିଜେଡି ସରକାର ଅନୁମତି ଦେଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login