The Ultimate Managed Hosting Platform
ADVERTISEMENT

ପୁଣି ବଢିବ ଆଳୁ ସଂକଟ ! ସୀମାରେ ଅଟକିଲା ଆଳୁ ଗାଡି

Facebook
Twitter
LinkedIn

ଜଳେଶ୍ୱର : ପଶ୍ଚିମବଙ୍ଗ ସୀମାରେ ପୁଣି ଅଟକିଲା ଆଳୁ ଗାଡି । ବେଲଦାରେ ଶତାଧିକ ଆଳୁ ଟ୍ରକ ଅଟକି ରହିଛି । ରାତିରୁ କାହିଁକି ଆଳୁ ଗାଡି ଅଟକି ରହିଛି ଜଣାପଡିନାହିଁ । ଆଳୁ ଗାଡିକୁ ଜଗି ରହିଛନ୍ତି ପଶ୍ଚିମବଙ୍ଗ ପୋଲିସ । ଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁତ୍ବପୂର୍ଣ୍ଣ ବୈଠକ ଡାକି ଆଳୁ ଏବଂ ପିଆଜର ମୂଲ୍ୟ ବୃଦ୍ଧି ଉପରେ କଡା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚେତାବନୀ ଦେଇଥିଲେ । ଏହାପରେ କାର୍ୟ୍ୟାନୁଷ୍ଠାନ ଆରମ୍ଭ କରିଥିଲା ପ୍ରଶାସନ । ବୁଧବାର ରାତିରୁ ପଶ୍ଚିମ ମେଦିନୀପୁର ଜିଲ୍ଲାର ସମସ୍ତ ନାକା ଯାଞ୍ଚ କରାଯାଇଛି । ରାଜ୍ୟରେ ଆଳୁର ମୂଲ୍ୟ ହ୍ରାସ ନହେବାରୁ ରାଜ୍ୟରେ ଉତ୍ପାଦିତ ଆଳୁକୁ ଗ୍ରାହକ ଅଧିକ ମୂଲ୍ୟରେ କିଣିବାକୁ ପଡୁଛି । ତେଣୁ ଆଳୁ ଦର ହ୍ରାସ ପାଇଁ ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି । ଅନ୍ୟ ରାଜ୍ୟକୁ ଆଳୁ ରପ୍ତାନି ବନ୍ଦ କରିଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login