The Ultimate Managed Hosting Platform
ADVERTISEMENT

ଶୈାଚ ପାଇଁ ଯାଇଥିବା ବେଳେ ଦଳିଦେଲା ଦନ୍ତା

Facebook
Twitter
LinkedIn

ହିନେ୍ଦାଳ : ଶୈାଚ ପାଇଁ ଯାଇଥିବା ବେଳେ ଦଳିଦେଲା ଦନ୍ତା । ଦନ୍ତା ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ । ହି୍ଦୋଳ ଫରେଷ୍ଟ ରେଞ୍ଜ କଡଲା ଗାଁରେ ହାତୀ ଆତଙ୍କ । ମୃତକ ହେଉଛନ୍ତି ସେହି ଗାଁର ଦୀପକ ପ୍ରଧାନ। ସକାଳୁ ଶୌଚ ପାଇଁ ଯାଇଥିବା ବେଳେ ଦନ୍ତା ହାବୁଡ଼ରେ ପଡିଯାଇଥିଲେ। ଦୀପକଙ୍କୁ ଦଳି ମାରିଦେଇଛି ଦନ୍ତା। ଘଟଣା ଘଟିବାର ଦୀର୍ଘ ସମୟ ପରେ ମଧ୍ୟ ବନ ବିଭାଗ ଅଧିକାରୀ ପହଞ୍ଚି ନଥିବାରୁ ଉତ୍ତେଜନା ଦେଖାଦେଇଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ସହ ଅଞ୍ଚଳରୁ ହାତୀ ଘଉଡାଇବାକୁ ଦାବି କରିଛନ୍ତି ଗ୍ରାମବାସୀ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login