The Ultimate Managed Hosting Platform
ADVERTISEMENT

ସାବରମତୀ ରିପୋର୍ଟ ଫିଲ୍ମ ଉପରୁ ଟିକସ ଛାଡ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଲେ ଏକତା

Facebook
Twitter
LinkedIn

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଏକତା କପୁର । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଛନ୍ତି ପ୍ରଯୋଜିକା ଏକତା କପୁର । ରାଜ୍ୟ ସରକାର ଦି ସାବରମତୀ ରିପୋର୍ଟ ଫିଲ୍ମ ଉପରୁ ଟିକସ ଛଡ଼ା କରିଥିବାରୁ ଧନ୍ୟବାଦ ଜଣାଇଛନ୍ତି ଏକତା କପୁର । ଏହା ସହ ଫିଲ୍ମ ଦେଖିବାକୁ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳ ସଦସ୍ୟଙ୍କୁ ନିମନ୍ତ୍ରଣ ଜଣାଇଛନ୍ତି। ସତ୍ୟ ଘଟଣା ଉପରେ ଆଧାରିତ ହିନ୍ଦୀ ଚଳଚ୍ଚିତ୍ର “The Sabarmati Report”, ଯାହାକି ୨୭ ଫେବୃଆରୀ ୨୦୦୨ର ଗୋଧ୍ରା ରେଳ ପୋଡ଼ି ଘଟଣା ଉପରେ ପର୍ୟ୍ୟବସିତ ।
ବିକ୍ରାନ୍ତ ମୈସି, ରାଶି ଖାନ୍ନା ଅଭିନୀତ ଦି ସାବରମତି ରିପୋର୍ଟ ନଭେମ୍ବର ୧୫ ତାରିଖରେ ରିଲିଜ ହୋଇଛି ।ସୂଚନା ଅନୁସାରେ ନଭେମ୍ବର ୨୮ରେ ବଲିଉଡ୍ ଫିଲ୍ମ ‘ଦ ସାବରମତୀ ରିପୋର୍ଟ’ଉପରୁ ଆମୋଦ କର ହଟାଇଥିଲେ ରାଜ୍ୟ ସରକାର। ଏନେଇ ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login