The Ultimate Managed Hosting Platform
ADVERTISEMENT

ଆଜି ପବିତ୍ର ଧନୁ ସଂକ୍ରାନ୍ତି , ଶ୍ରୀଜିଉଙ୍କ ପାଖରେ ଲାଗିହେଲା ପହିଲି ଭୋଗ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ପବିତ୍ର ଧନୁ ସଂକ୍ରାନ୍ତି । ମହାପ୍ରଭୁଙ୍କ ପାଖରେ ଲାଗି ହେଲା ପହିଲି ଭୋଗ । ସ୍ୱତନ୍ତ୍ର ଚୁଲିରେ ଏହି ଭୋଗ ପ୍ରସ୍ତୁତ ହୋଇଥାଏ । ପହିଲି ଭୋଗ ସହ ଗୋପାଳବଲ୍ଲଭ ପୂଜା ଅନୁଷ୍ଠିତ ହୁଏ । ଅପରାହ୍ନରେ ଠାକୁରଙ୍କ ଦିବା ପହୁଡ ନୀତି ଅନୁଷ୍ଠିତ ହେବ । ସାଧାରଣ ଦିନରେ ଶ୍ରୀମନ୍ଦିର ନୀତିରେ ଠାକୁରଙ୍କ ବେଶ ପରେ ରାଷେ ହୋମ ହୋଇଥାଏ । ରୋଷହୋମରୁ ଅଗ୍ନି ଆସିଲେ ଠାକୁରଙ୍କ ଭୋଗ ରନ୍ଧାଯିବ ପାଇଁ ଚୁଲି ଲାଗିଥାଏ । ପହିଲି ଭୋଗ ମାସରେ କିନ୍ତୁ ମଙ୍ଗଳ ଆଳତି ପରେ ରୋଷହୋମ କରାଯାଏ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login