The Ultimate Managed Hosting Platform
ADVERTISEMENT

ସ୍ଥଗିତ ରହିଲା ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଯାଞ୍ଚ ପ୍ରକ୍ରିୟା ଶେଷ ହୋଇ ନ ଥିବାରୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି

Facebook
Twitter
LinkedIn

ଭୁବନେଶ୍ୱର : ସ୍ଥଗିତ ରହିଲା ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଆସନ୍ତା ୨୫ ତାରିଖରେ ମିଳିଥାନ୍ତି ଟଙ୍କା । ହେଲେ ସବିଶେଷ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇ ନ ଥିବାରୁ ସ୍ଥଗିତ ରଖିବାକୁ ନିଷ୍ପତି ନେଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଯାଞ୍ଚ ପ୍ରକ୍ରିୟା ଶେଷ କରି ନ ଥିବା ହିତାଧିକାରୀଙ୍କୁ ସରକାର ଶେଷ ସୁଯୋଗ ଦେଇଛନ୍ତି । ଏ ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login