The Ultimate Managed Hosting Platform
ADVERTISEMENT

ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଶୃଙ୍ଖଳିତ ହେବ ଦର୍ଶନ ବ୍ୟବସ୍ଥା

Facebook
Twitter
LinkedIn

ପୁରୀ : ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଶୃଙ୍ଖଳିତ ହେବ ଦର୍ଶନ ବ୍ୟବସ୍ଥା । ବ୍ୟାରିକେଡ୍ ଯୋଗେ ଦର୍ଶନ କରିବେ ଶ୍ରଦ୍ଧାଳୁ । ନାଟ ମଣ୍ଡପ ଭିତରେ ଭକ୍ତଙ୍କ ପାଇଁ ହେବ କାଠର ବ୍ୟାରିକେଡ । ସେଥିରେ ରହିବ ରାମ୍ପ ବ୍ୟବସ୍ଥା । ଆଗାମୀ ଦିନରେ ନାଟମଣ୍ଡପରେ ଶୀତତାପ ନିୟନ୍ତ୍ରିତ ବ୍ୟବସ୍ଥା ମଧ୍ୟ କରାଯିବ। ଏ ସମ୍ପର୍କରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login