The Ultimate Managed Hosting Platform
ADVERTISEMENT

ପଥଚାରୀଙ୍କ ଉପରେ ମାଡିଗଲା ପିକଅପ ଭ୍ୟାନ

Facebook
Twitter
LinkedIn

କଳାହାଣ୍ଡି : ପଥଚାରିଙ୍କ ଉପରେ ମାଡିଗଲା ପିକଅପ ଭ୍ୟାନ । ଜଣେ ମୃତ, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥ ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା ଘଟିଛି । ମୃତକ କସାକେନ୍ଦୁ ଛକର ରେହେମତ ଉଲ୍ଲା ଖାନ ଏବଂ ଦୁଇ ଗୁରୁତର ଅଶୋକ କୁମାର ମହାରଣା ଏବଂ ମୁରଲୀଧର ହଂସ ବୋଲି ଜଣାପଡ଼ିଛି ।
ସୂଚନା ଅନୁସାରେ ଆଜି ରାସ୍ତାରେ ଚାଲି ଚାଲି ଯାଉଥିବା ୩ ଜଣ ପଥଚାରୀଙ୍କ ଉପରେ ପିକଅପ୍ ଭ୍ୟାନ୍ ମାଡିଯାଇଥିଲା । ଘଟଣାସ୍ଥଳରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ହସ୍ପିଟାଲକୁ ପଠାଇ ଅଧିକ ତଦନ୍ତ କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

Login