The Ultimate Managed Hosting Platform
ADVERTISEMENT

ଫେବୃଆରୀ ୨୮ ରୁ ବନ୍ଦ ହେବ ରାଜଧାନୀର ସମସ୍ତ କୋଭିଡ଼ କେୟାର ହସ୍ପିଟାଲ

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟରୁ କରୋନା ସଂକ୍ରମଣ ସଂଖ୍ୟାହ୍ରାସ ପାଇବାରେ ଲାଗିଛି । ଫେବୃୟାରୀ ୨୮ ରୁ ବନ୍ଦ ହେବ ରାଜଧାନୀ ଭୁବନେଶ୍ୱରର ସମସ୍ତ କୋଭିଡ୍ କେୟାର ହସ୍ପିଟାଲ । ରାଜଧାନୀରେ ଥିବା ହାଇଟେକ କୋଭିଡ ହସ୍ପିଟାଲ ଓ କିମ୍ସ କୋଭିଡ ହସ୍ପିଟାଲକୁ ମଧ୍ୟ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି । ଉଭୟ ହସ୍ପିଟାଲକୁ କ୍ଲୋଜର ନୋଟିସ ଦେଇଛି ଭୁବନେଶ୍ୱର ମହାନଗର ନିଗମ । ଏହା ବ୍ୟତୀତ ସମ୍ ଓ ଆଦିତ୍ୟ ଅଶ୍ବିନୀ କୋଭିଡ ହସ୍ପିଟାଲର ଶଯ୍ୟା ସଂଖ୍ୟା କମାଯିବକୁ ନିଷ୍ପତ୍ତି ହୋଇଛି । ସମ୍ ହସ୍ପିଟାଲରେ ୭୦ ଓ ଆଦିତ୍ୟ ଅଶ୍ବିନୀ ହସ୍ପିଟାଲରେ ୩୦ ଲେଖାଏଁ ଶଯ୍ୟା ରହିବ । ବର୍ତ୍ତମାନ କେବଳ ୩୦ ଜଣ କୋଭିଡ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି । ତେଣୁ ଏପରି ନିଷ୍ପତ୍ତି ନିଆଯାଇଛି ବୋଲି ବିଏମସି ଡେପୁଟି କମିଶନର ଶୁଭେନ୍ଦୁ କୁମାର ସାହୁ ସୂଚନା ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

Login