The Ultimate Managed Hosting Platform
ADVERTISEMENT

କୋଟିଏ ଟଙ୍କା ଆତ୍ମସାତ ଅଭିଯୋଗରେ ପିଇଓ ଗିରଫ

Facebook
Twitter
LinkedIn

ଉମରକୋଟ : କୋଟିଏ ଟଙ୍କା ଆତ୍ମସାତ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପିଇଓ । ରାଇଘର ପିଇଓ ସୁରେନ୍ଦ୍ର ଭତ୍ରା ଗିରଫ । ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ କାର୍ୟ୍ୟ ନିର୍ବାହୀ ଅଧିକାରୀ ସୁରେନ୍ଦ୍ର ଭତ୍ରାଙ୍କୁ ବିଳମ୍ବିତ ରାତିରେ ଗିରଫ କରିଛି ଭିଜିଲାନ୍ସ । ପୂର୍ବରୁ ଏକ କୋଟି ଟଙ୍କା ଆତ୍ମସାତ ହୋଇଥିବା ଅଭିଯୋଗରେ ୨ ପଞ୍ଚାୟତର ସରପଞ୍ଚ ଓ ରାଇଘର ବିଡିଓ କୁନ୍ଦେଇ ଥାନାରେ ଅଭିଯୋଗ କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login