ଭୁବନେଶ୍ୱର : କାଲିଠୁ ପୁଣି ବର୍ଷିବ । ଜିସେମ୍ବର ୨୪ ଓ ୨୫ ତାରିଖରେ ରାଜ୍ୟରେ ପୁଣି ବର୍ଷା ହେବ । ବଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହା ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା ହେବ । ବର୍ଷା ସାଙ୍ଗକୁ କଲବର କରିବ ଘନ କୁହୁଡି । ୨୪ ଓ ୨୫ ତାରିଖରେ ଉପକୂଳ ଓଡିଶାର ବିଭିନ୍ନ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା କହିଛନ୍ତି ଭାରତୀୟ ପାଣିପାଗ ବିଭାଗ ବିଜ୍ଞାନୀ ଡ. ଉମାଶଙ୍କର ଦାସ । ଆକାଶ ମେଘୁଆ ସାଙ୍ଗକୁ ବର୍ଷା ହେବ ।
Views: 43