The Ultimate Managed Hosting Platform
ADVERTISEMENT

ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥା, ବଢିଲାଣି ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଭିଡ

Facebook
Twitter
LinkedIn

ପୁରୀ : ନୂଆବର୍ଷ ପାଇଁ ପୁରୀ ଶ୍ରୀମନ୍ଦିରରେ ବ୍ୟବସ୍ଥା । ନୂଆ ବର୍ଷ ଭିଡ଼କୁ ଦୃଷ୍ଟିରେ ରଖି ବଡ଼ଦାଣ୍ଡରେ ମରିଚିକୋଟ ଛକ ଠାରୁ ଶ୍ରୀମନ୍ଦିର କାର୍ୟ୍ୟାଳୟ ପର୍ୟ୍ୟନ୍ତ ସ୍ବତନ୍ତ୍ର ବାରିକେଡ୍ ବ୍ୟବସ୍ଥା କରାଯାଉଛି । ଏହି ବ୍ୟାରିକେଡ୍ ଦେଇ ଭକ୍ତମାନେ ସିଂହ ଦ୍ବାର ଦେଇ ପ୍ରବେଶ କରି ଅନ୍ୟ ଦ୍ବାର ଦେଇ ପ୍ରସ୍ଥାନ କରିବେ । ଶ୍ରୀକ୍ଷେତ୍ର ପୁରୀରେ ବଢ଼ିଲାଣି ଶ୍ରଦ୍ଧାଳୁ ଓ ପର୍ୟ୍ୟଟକଙ୍କ ଭିଡ଼। ନୂଆ ବର୍ଷରୁ ଧାଡ଼ି ଦର୍ଶନ ବ୍ୟବସ୍ଥା । ଏଥିପାଇଁ ପ୍ରସ୍ତୁତି କରାଯାଉଛି। ବାଉଁଶ ପୋତା ଗଲାଣି । ୩୦ ଓ ୩୧ ତାରିଖରେ ଡେମୋ ହେବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login