The Ultimate Managed Hosting Platform
ADVERTISEMENT

ଉମରକୋଟ ବ୍ଲକ୍ ସ୍ତରୀୟ ସୁପର – ୫୦ କାର୍ଯ୍ୟକ୍ରମ  ଅନୁଷ୍ଠିତ

Facebook
Twitter
LinkedIn

ଉମରକୋଟ / (ବିଶ୍ୱଜିତ ମଲ୍ଲିକ) :  ଉମରକୋଟ  ସ୍ଥାନୀୟ ଚଢ଼େଇଗୁଡ଼ା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବ୍ଲକ୍ ସ୍ତରୀୟ ସୁପର -୫୦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନବରଙ୍ଗପୁର ଜିଲ୍ଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁଙ୍କ ନିର୍ଦ୍ଦେଶକ୍ରମେ ୨୦୨୫ ମସିହାର ମାଟ୍ରିକ୍ ପରୀକ୍ଷା ଫଳରେ ଉନ୍ନତି ଆଣିବା ପାଇଁ ବିଭିନ୍ନ ବ୍ଲକରେ ଏହି କାର୍ଯ୍ୟକ୍ରମ ଚାଲୁ ରହିଛି। ଉରକୋଟ ବ୍ଲକ୍ ର ବିଭିନ୍ନ ଉଚ୍ଚ ବିଦ୍ୟାଳୟରୁ ୪୦ ରୁ ଉର୍ଦ୍ଧ୍ବ ଦଶମ ଶ୍ରେଣୀର ପ୍ରତ୍ୟେକ ବିଦ୍ୟାଳୟରୁ ଦୁଇ ଜଣ ଅଗ୍ରଣୀ ଛାତ୍ର ଛାତ୍ରୀ ଆଜି ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ଚଢ଼େଇଗୁଡ଼ାଠାରେ ପହଞ୍ଚିଥିଲେ। ଗୋଷ୍ଠୀ ଶିକ୍ଷା ଅଧିକାରୀ ବିକାଶ ଚନ୍ଦ୍ର ସରକାର, ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅସୀମ ଦାସ ଏବଂ ଚଢ଼େଇଗୁଡ଼ା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରଫୁଲ୍ଲ କୁମାର ରାଉତଙ୍କର ପ୍ରତ୍ୟେକ୍ଷ ତତ୍ବାବଧାନରେ ପ୍ରାତଃ ୧୦ଟା ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବିଭିନ୍ନ ବିଷୟର ଅଭିନବ ପଦ୍ଧତିରେ ସାଧନକର୍ମୀ ସରୋଜ କୁମାର ସାହୁ, ଶ୍ରଦ୍ଧାଞ୍ଜଳି ସାହୁ, ଇନ୍ଦ୍ର ମାଳି, ନବୀନ ବିଶ୍ୱାସ, ସୁରେନ୍ଦ୍ର ଗଣ୍ଡ ପ୍ରମୁଖ ଶିକ୍ଷାଦାନ କରିଥିଲେ। ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ରାଉତଙ୍କ ସହାୟତାରେ ସର୍ବଶ୍ରୀ ସୁଦର୍ଶନ ହରିଜନ, ଆକୁଳ ବିଶ୍ୱାସ, ଶ୍ରୀନିବାସ ପାଢ଼ୀ, ଆଦିତ୍ୟ ପ୍ରତାପ ମହାରଣା, ବିଜୟ ପ୍ରଧାନ, ଭାଗବତ ଚନ୍ଦ୍ର ଦାସ, ଲୁନାରାଣୀ ରାଉତ, ତ୍ରିଲୋଚନ ହରିଜନ ପ୍ରମୁଖ କାର୍ଯ୍ୟକ୍ରମର ସଫଳତା ପାଇଁ ସହଯୋଗ କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login