The Ultimate Managed Hosting Platform
ADVERTISEMENT

ଯାତ୍ରା ଦେଖି ଫେରିବା ବେଳେ ଗଛରେ ପିଟି ହୋଇଗଲା ବାଇକ

Facebook
Twitter
LinkedIn

ବିନିକା : ଯାତ୍ରା ଦେଖି ଫେରିବା ବେଳେ ଗଛରେ ପିଟି ହୋଇଗଲା ବାଇକ । ଭାରସାମ୍ୟ ହରାଇ ବାଇକଟି ଗଛରେ ପିଟି ହୋଇଥିବା ସୂଚନା ରହିଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଥିବା ସୂଚନା ମିଳିଛି । ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ଯୁବକଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି । ଗତକାଲି ରାତିରେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା କମୀରା ଗାଁରେ ଘଟିଛି ଦୁର୍ଘଟଣା । ମୃତକ ହେଲେ କୃଷ୍ଣ ତାଣ୍ଡି ଓ ଗୁରୁତର ଯୁବକ ହେଲେ ନରେଶ ବାରିକ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଁଚି ଅଧିକ ତଦନ୍ତ ଜାରି ରଖିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login