The Ultimate Managed Hosting Platform
ADVERTISEMENT

ଫସଲ ବୀମା ନେଇ ବୀମା କମ୍ପାନୀକୁ ରାଜସ୍ୱ ମନ୍ତ୍ରୀ ଚେତାବନୀ

Facebook
Twitter
LinkedIn

ଭୁବନେଶ୍ୱର : ଫସଲ ବୀମା ନେଇ ବୀମା କମ୍ପାନୀକୁ ରାଜସ୍ୱ ମନ୍ତ୍ରୀ ଚେତାବନୀ । ଚାଷୀଙ୍କୁ ହଇରାଣ କଲେ କି ଟାଳଟୁଳ ନୀତି ଦେଖାଇଲେ ଆକ୍ସନ । ସରକାର କଡା ଆକ୍ସନ ନେବେ କହିଲେ ମନ୍ତ୍ରୀ ସୁରେଶ ପୂଜାରୀ । ଫସଲ ବୀମା ନିୟମ କମ୍ପାନୀ ଲାଭ ପାଇଁ ନୁହେଁ । ୨୪ ତାରିଖ ଯାଏଁ ୨୦ ହଜାର ଚାଷୀ ବୀମା ଆବେଦନ କରିସାରିଲେଣି । ଫସଲ ନଷ୍ଟ ହେତୁ ଅନେକ ସ୍ଥାନରେ ମଣ୍ଡି ଖୋଲିବା ତାରିଖ ଘୁଞ୍ଚାଯାଇଛି । ଫସଲବୀମା ନିୟମ କମ୍ପାନୀ ଲାଭ ପାଇଁ ନୁହେଁ ଏସମୟରେ ବୀମା କମ୍ପାନୀ ମାନେ ଚାଷୀଙ୍କ ପ୍ରତି ସମ୍ବେଦନଶୀଳ ହେବା ଦରକାର । ୨୪ ତାରିଖ ଯାଏ ୨୦ ହଜାର ରୁ ଅଧିକ ଚାଷୀ ବୀମା ପାଇଁ ଆବେଦନ କରି ସାରିଲେଣି । ସେମାନଂକୁ ବୀମା ପ୍ରଦାନ ନେଇ ବୀମା କମ୍ପାନୀ ଗୁଡିକ ଆଇନ ଅନୁଯାଇ କାମ କରିବା ଦରକାର ପୂର୍ବ ଭଳି ବେଲାଇନ ହେଲେ ସରକାରଙ୍କ ପାଖରେ ବହୁତ ଅସ୍ତ୍ର ଅଛି ସେମାଙ୍କୁ ଲାଇନକୁ ଆଣିବାକୁ ଇନ୍ସୁରାନ୍ସ କମ୍ପାନୀ ସହ କୃଷି ବିଭାଗ ଦୁଇଟି ମିଟିଙ୍ଗ କରି ସାରିଲାଣି ବୋଲି ମନ୍ତ୍ରୀ କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login