ଭୁବନେଶ୍ୱର : ବିଜେଡିର ପ୍ରତିଷ୍ଠା ଦିବସରେ ପରାଜୟର କାରଣ କହିଲେ ନବୀନ । ଆମେ ହାରି ନାହୁଁ , କି ଲୋକଙ୍କ ବିଶ୍ୱାସ ମଧ୍ୟ ହରାଇ ନାହୁଁ । ବିଜେପି ମିଛ କଥା କହି , ମିଛ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛି । ଏତେ ମିଛ କହି ମଧ୍ୟ ବିଜେପି ଆମ ଠାରୁ କମ ଭୋଟ ପାଇଛି । ଆମର ଭଉଲ ହେଲା ସେମାନଙ୍କ ମିଛର ଠିକ୍ କାଉଣ୍ଟର କରିପାରିଲୁନି । ସେମାନଙ୍କ ନେଗେଟିଭ କ୍ୟାମ୍ପେନର ଠିକ କାଉଣ୍ଟର କରିପାରିଲୁ ନାହିଁ । ମୁଁ ଦୃଢତାର ସହ କହୁଛି, ବିଜେଡିର ଭବିଷ୍ୟତ ଉଜ୍ୱଳ । ଲୋକଙ୍କ ହକ ପାଇଁ ଲଢିଆସିଛି ଆଗକୁ ବି ଲଢିବ । ମୁଁ ଦୃଢତାର ସହ କହୁଛି, ବିଜେଡିର ଭବିଷ୍ୟତ ଉଜ୍ୱଳ । ଲୋକଙ୍କ ହକ ପାଇଁ ଲଢିଆସିଛି ଆଗକୁ ବି ଲଢିବ । ବର୍ତ୍ତମାନର ସରକାର ଲୋକଙ୍କୁ ବଡ ଉପହାର ଦେଇଛନ୍ତି । ତାହା ହେଉଛି ଦରଦାମ୍ ବୃଦ୍ଧି । ଡାଲି, ଚାଉଳଠୁ ନେଇ, ତେଲ ଓ ପିନିପରିବା ବୃଦ୍ଧି ପାଇଛି । ପ୍ରତି ପରିବାର ଆଜି କାନ୍ଦୁଛି । ଧାନ କିଣା ବିକା ନେଇ ଚାଷୀ କାନ୍ଦୁଛି । ମିଶନ ଶକ୍ତି ମାଆ ମାନେ ଦୁଃଖରେ ଅଛନ୍ତି । କିନ୍ତୁ କୁମ୍ଭକର୍ଣ୍ଣ ନିଦରେ ଶୋଇଛି ଏ ସରକାର ।
ବିଜେଡିର ପ୍ରତିଷ୍ଠା ଦିବସରେ ପରାଜୟର କାରଣ କହିଲେ ନବୀନ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







