The Ultimate Managed Hosting Platform
ADVERTISEMENT

୧୪ ଦିନ ପରେ ହସ୍ପିଟାଲରୁ ଡିସଚାର୍ଜ ହେଲେ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ

Facebook
Twitter
LinkedIn

ନୂଆଦିଲ୍ଲୀ : ୧୪ ଦିନ ପରେ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ । ଗତ କିଛି ଦିନ ଧରି ଅସୁସ୍ଥ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଡିସେମ୍ବର ୧୨ରେ ତାଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ସ୍ୱାସ୍ଥ୍ୟରେ ସୁଧାର ଆସିବା ପରେ ତାଙ୍କୁ ଡିସଚାର୍ଜ କରାଯାଇଛି । ଆଡଭାନୀଙ୍କୁ ଚଳିତ ବର୍ଷ ଅଗଷ୍ଟ ମାସରେ ବି ଆପୋଲୋରେ ଭର୍ତ୍ତି କରାଯାଇଥିଲା । ସେତେବେଳେ ମଧ୍ୟ ସେ ନ୍ୟୁରୋଲୋଜିଷ୍ଟ ଡାକ୍ତର ଭିନିତ୍ ସୁରୀଙ୍କ ତତ୍ତ୍ୱାବଧାନରେ ଥିଲେ । ତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବା ପରେ ତାଙ୍କୁ ଡିସଚାର୍ଜ କରାଯାଇଥିଲା । ଏହାର ଏକ ମାସ ପୂର୍ବରୁ ଜୁନ୍ ୨୬ ତାରିଖ ରାତି ୧୦ଟା ୩୦ରେ ତାଙ୍କୁ ଦିଲ୍ଲୀ ଏମ୍ସର ୟୁରୋଲୋଜି ବିଭାଗରେ ଭର୍ତ୍ତି କରାଯାଇଥିଲା । ଏମ୍ସରେ ଡାକ୍ତର ଅମଲେଶ ସେଠଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା ଚାଲିଥିଲା ଏବଂ ପରଦିନ ତାଙ୍କୁ ଡିସଚାର୍ଜ କରାଯାଇଥିଲା । ଚଳିତ ବର୍ଷ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲାଲ କୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନରେ ସମ୍ମାନିତ କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login