The Ultimate Managed Hosting Platform
ADVERTISEMENT

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଟିମ୍ ଇଣ୍ଡିଆ ପକ୍ଷରୁ ଶ୍ରଦ୍ଧାଞ୍ଜଳୀ, କଳା ବ୍ୟାଣ୍ଡ ପିନ୍ଧି ପଡିଆକୁ ଓହ୍ଲାଇଲା ଦଳ

Facebook
Twitter
LinkedIn

ମେଲବୋର୍ଣ୍ଣ : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କର ଗୁରୁବାର ରାତିରେ ଦେହାନ୍ତ ହୋଇଛି। ତାଙ୍କର ଦେହାନ୍ତ ଯୋଗୁ ସମଗ୍ର ଦେଶରେ ଶୋକାକୁଳ ପରିବେଶ ରହିଛି। ମେଲବୋର୍ଣ୍ଣରେ ଅଷ୍ଟ୍ରେଲିଆ ବିପକ୍ଷ ବର୍ଡର-ଗାଭାସ୍କର ସିରିଜର ଚତୁର୍ଥ ଟେଷ୍ଟ ଖେଳୁଥିବା ଟିମ୍ ଇଣ୍ଡିଆ ମଧ୍ୟ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛି। ବର୍ଡର-ଗାଭାସ୍କର ଟ୍ରଫିର ମେଲବୋର୍ଣ୍ଣ ଟେଷ୍ଟ୍ରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଟିମ୍ ଇଣ୍ଡିଆ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଖେଳାଳିମାନେ କଳା ବ୍ୟାଣ୍ଡ ପିନ୍ଧି ଖେଳିବାକୁ ପଡ଼ିଆକୁ ଓହ୍ଲାଇଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login